Exodus 29:2 — Compare Translations
5 translations compared side by side
Odia - 1840
"ଏହାପରେ ତାଡିଶୁନ୍ଯ ରୋଟୀ ଓ ତୈଳୟୁକ୍ତ ତାଡିଶୂନ୍ଯ ଚକୁଳୀ, ଏବଂ ତୈଳୟୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡୀଶୂନ୍ଯ ଅଟାରୁ ପ୍ରସ୍ତୁତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଡ଼ିଶୂନ୍ୟ ରୋଟୀ ଓ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାଡ଼ିଶୂନ୍ୟ ରୋଟୀ ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳୀ, ଏବଂ ତୈଳଯୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡ଼ିଶୂନ୍ୟ ଅଟାରୁ ପ୍ରସ୍ତୁତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।