Exodus 29:20 — Compare Translations

5 translations compared side by side

Odia - 1840
"ସହେି ଅଣ୍ଡିରା ମଷେକୁ ହତ୍ଯାକର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସହେି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତ ରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତର ଲଗାଅ। ସମାନଙ୍କେର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ୟଜ୍ଞବଦେୀର ଚାହିଆଡେ ରକ୍ତ ଛିଞ୍ଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଦେବ, ପୁଣି ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା’ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା’ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।