Exodus 29:21 — Compare Translations

5 translations compared side by side

Odia - 1840
"ଏହାପରେ ୟଜ୍ଞବଦେୀର ଉପରିସ୍ଥିତ ରକ୍ତରୁ ଓ ଅଭିଷକୋର୍ଥକ ତୈଳରୁ କିଛି ନଇେ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସମାନଙ୍କେ ବସ୍ତ୍ର ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯଜ୍ଞବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)