Exodus 29:22 — Compare Translations
5 translations compared side by side
Odia - 1840
"ଆହୁରି ତୁମ୍ଭେ ସହେି ଉତ୍ସର୍ଗୀତ ମଷେର ମଦେ ଓ ମଦମେଯ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମଦେ ଓ ଡାହାଣ ଚଟୁଆ ନିଅ। ଯେ ହତେୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମଷେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସେହି ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ସେ ପଦ- ନିଯୋଗାର୍ଥକ ମେଷ ।
Odia Bible ERV 2004 (ପବିତ୍ର ବାଇବଲ)
“ଆହୁରି ତୁମ୍ଭେ ସେହି ଉତ୍ସର୍ଗୀତ ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନିଅ। ଯେହେତୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମେଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।