Exodus 29:23 — Compare Translations

5 translations compared side by side

Odia - 1840
"ଏହାପରେ ତାଡୀଶୂନ୍ଯ ରୋଟୀ ଡାଲା ନଇେ ସହେି ଡାଲାକୁ ସଦାପ୍ରଭୁଙ୍କୁ ସମ୍ମୁଖ ରେ ଥୋଇବ। ସହେି ଡାଲାରୁ ଏକ ରୋଟୀ, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଏକ ରୋଟୀ ଓ ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାଡ଼ିଶୂନ୍ୟ ରୋଟୀ ଡାଲା ନେଇ ସେହି ଡାଲାକୁ ସଦାପ୍ରଭୁଙ୍କ ସମ୍ମୁଖରେ ଥୋଇବ। ସେହି ଡାଲାରୁ ଏକ ରୋଟୀ, ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ