Exodus 29:25 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ । ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।