Exodus 29:26 — Compare Translations

5 translations compared side by side

Odia - 1840
"ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମଷେର ଛାତି ନିଅ ଏବଂ ଏହାକୁ ବିଶଷେ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧର। ଏହା ତୁମ୍ଭର ଅଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ହାରୋଣର ପଦ-ନିଯୋଗାର୍ଥକ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ତ ତୁମ୍ଭର ଅଂଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମେଷର ଛାତି ନିଅ ଏବଂ ଏହାକୁ ବିଶେଷ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ସମ୍ମୁଖରେ ଧର। ଏହା ତୁମ୍ଭର ଅଂଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।