Exodus 29:27 — Compare Translations

5 translations compared side by side

Odia - 1840
"ଉତ୍ସର୍ଗୀକୃତ ମଷେର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ୍ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦ-ନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ସର୍ଗୀକୃତ ମେଷର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।