Exodus 29:3 — Compare Translations
5 translations compared side by side
Odia - 1840
"ଏହି ପିଠା ଓ ରୋଟୀତକ ଡାଲା ରେ ରଖ। ଏହାପରେ ସହେି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମଷେ ସମାଗମ ତମ୍ବୁ ନିକଟକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୋଟିଏ ଡାଲାରେ ତାହା ରଖିବ ଓ ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପିଠା ଓ ରୋଟୀତକ ଡାଲାରେ ରଖ। ଏହା ପରେ ସେହି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମେଷ ସମାଗମ-ତମ୍ବୁ ନିକଟକୁ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।