Exodus 29:30 — Compare Translations

5 translations compared side by side

Odia - 1840
"ହାରୋଣଙ୍କ ମୃତ୍ଯୁ ପରେ ତାଙ୍କର ପୁତ୍ର ମହାୟାଜକ ହବେେ। ତାଙ୍କର ପୁତ୍ର ଏହି ବିଶଷେ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତବେେଳେ ସମାନେେ ସମାଗମ ତମ୍ବୁକୁ ଆସିବେ, ସହେି ପବିତ୍ର ସ୍ଥାନ ରେ ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନପରିଧାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କ ମୃତ୍ୟୁ ପରେ ତାଙ୍କର ପୁତ୍ର ମହାଯାଜକ ହେବେ। ତାଙ୍କର ପୁତ୍ର ଏହି ବିଶେଷ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତେବେଳେ ସେମାନେ ସମାଗମ-ତମ୍ବୁକୁ ଆସିବେ, ସେହି ପବିତ୍ର ସ୍ଥାନରେ ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।