Exodus 29:31 — Compare Translations
5 translations compared side by side
Odia - 1840
"ଏହାପରେ ସହେି ପଦ ନି ଯୋଗର୍ଥକ ଅଣ୍ଡିରା ମଷେର ମାଂସ ନଇେ ଗୋଟିଏ ପବିତ୍ର ସ୍ଥାନ ରେ ରୋଷଇେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ସେହି ପଦ-ନିଯୋଗାର୍ଥକ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ସେହି ପଦନିଯୋଗାର୍ଥକ ଅଣ୍ଡିରା ମେଷର ମାଂସ ନେଇ ଗୋଟିଏ ପବିତ୍ର ସ୍ଥାନରେ ରୋଷେଇ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,