Exodus 29:32 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ ତମ୍ବୁ ଦ୍ବାର ଦେଶ ରେ ଏହାକୁ ଖାଇବେ। ଡାଲା ରେ ଥିବା ରୋଟୀକୁ ମଧ୍ଯ ସମାନେେ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୋଟୀ ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ-ତମ୍ବୁ ଦ୍ୱାର ଦେଶରେ ଏହାକୁ ଖାଇବେ। ଡାଲାରେ ଥିବା ରୋଟୀକୁ ମଧ୍ୟ ସେମାନେ ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।