Exodus 29:33 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ପଦ ରେ ନିୟୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ବାରା ପ୍ରାଯଶ୍ଚିତ ହେଲା, ତାହା ସମାନେେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀଯ ଲୋକ ତାହା ଭୋଜନ କରିବ ନାହିଁକାରଣ ତାହାସବୁ ପବିତ୍ର ବସ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ଵାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ୱାରା ପ୍ରାୟଶ୍ଚିତ ହେଲା, ତାହା ସେମାନେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ କାରଣ ତାହା ସବୁ ପବିତ୍ର ବସ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।