Exodus 29:34 — Compare Translations
5 translations compared side by side
Odia - 1840
"ଯଦି ପଦ ନି ଯୋଗର୍ଥକ ମାଂସର କିଛି ଏଂଶ କିମ୍ବା ରୋଟୀ ସକାର ପର୍ୟ୍ଯନ୍ତ ରହିୟାଏ, ତବେେ ତାକୁ ଅଗ୍ନି ରେ ଦଗ୍ଧ କର। ତୁମ୍ଭମାନେେ କହେି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୋଟୀରୁ ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ପଦନିଯୋଗାର୍ଥକ ମାଂସର କିଛି ଅଂଶ କିମ୍ବା ରୋଟୀ ସକାଳ ପର୍ଯ୍ୟନ୍ତ ରହିଯାଏ, ତେବେ ତାକୁ ଅଗ୍ନିରେ ଦଗ୍ଧ କର। ତୁମ୍ଭେମାନେ କେହି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।