Exodus 29:35 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦଇେଥିବା ଆଜ୍ଞାନୁସା ରେ ନିଶ୍ଚଯ କରିବ। ତାଙ୍କର ପଦ ନିୟୋଗ ପାଇଁ ନିଶ୍ଚିତ ଭାବରେ ସାତଦିନ ପାଇଁ ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଏହି ଯେସବୁ ଆଜ୍ଞା ଦେଲୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ପଦନିଯୋଗରେ ସାତଦିନ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦେଇଥିବା ଆଜ୍ଞାନୁସାରେ ନିଶ୍ଚୟ କରିବ। ତାଙ୍କର ପଦନିଯୋଗ ପାଇଁ ନିଶ୍ଚିତ ଭାବରେ ସାତ ଦିନ ପାଇଁ ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ।