Exodus 29:36 — Compare Translations
5 translations compared side by side
Odia - 1840
"ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ମୁକ୍ତପାପ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରସ୍ତୁତ କରିବା ପାଇଁ ଏବଂ ଯଜ୍ଞବେଦିକୁ ପବିତ୍ର କରିବା ପାଇଁ ତୁମ୍ଭେମାନେ ସାତ ଦିନ ପାଇଁ ପ୍ରତ୍ୟେକ ଦିନ ଏକ ବାଛୁରି ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।