Exodus 29:38 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଦିନ ସହେି ୟଜ୍ଞବଦେୀ ଉପରେ ତୁମ୍ଭେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ବଳି ପାଇଁ ମଷେଶାବକ ଏକ ବର୍ଷୀଯ ହବେ ଏବଂ ପ୍ରେତ୍ୟକକ ଦିନ ଏହା ଦୁଇଟି ବଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବେଦି ଉପରେ ତୁମ୍ଭେ ଏହି ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିତ୍ୟ ନିତ୍ୟ ପ୍ରତିଦିନ ଏକବର୍ଷୀୟ ଦୁଇ ମେଷଶାବକ,
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରତ୍ୟେକ ଦିନ ସେହି ଯଜ୍ଞବେଦି ଉପରେ ତୁମ୍ଭେ ନୈବେଦ୍ୟ ଉତ୍ସର୍ଗ କରିବ। ଏହି ବଳି ପାଇଁ ମେଷଶାବକ ଏକ ବର୍ଷୀୟ ହେବ ଏବଂ ପ୍ରତ୍ୟେକ ଦିନ ଏହା ଦୁଇଟି ବଳି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
Odia IRV 2017 (ଓଡିଆ ବାଇବେଲ)
ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,