Exodus 29:4 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ ତମ୍ବୁ ସ୍ଥାନର ଦ୍ବାର ଦେଶକୁ ଆଣ। ସମାନଙ୍କେୁ ଗା ଧୋଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁ-ଦ୍ଵାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ-ତମ୍ବୁ ସ୍ଥାନର ଦ୍ୱାର ଦେଶକୁ ଆଣ। ସେମାନଙ୍କୁ ଗାଧୋଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।