Exodus 29:40 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ପ୍ରଥମ ମଷେଶାବକ ସହିତ ଚତୁର୍ଥାଂଶ ନିର୍ମଳ ପଷୋ ତୈଳ ରେ ମିଶ୍ରୀତ ଏକ ଐଫାର ଦଶମାଂଶ ମଇଦା ଓ ପଯେ ନବୈେଦ୍ଯ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।