Exodus 29:41 — Compare Translations

5 translations compared side by side

Odia - 1840
"ସନ୍ଧ୍ଯା ସମୟରେ ଯେତବେେଳେ ଦ୍ବିତୀୟ ମଷେ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତ ରେ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ପ୍ରମାଣେ ତୃଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅଗ୍ନି ଉପହାର ସ୍ବରୂପେ ତାହା ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସନ୍ଧ୍ୟା ବେଳେ ଦ୍ଵିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ଵରୂପେ ତାହା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।