Exodus 29:42 — Compare Translations

5 translations compared side by side

Odia - 1840
"ଏହା ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ଯ ହାମବେଳି ହବେ। ସହେି ସ୍ଥାନ ରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ ହୋମବଳି ହେବ। ସେହି ସ୍ଥାନରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।