Exodus 29:44 — Compare Translations

5 translations compared side by side

Odia - 1840
"ମୁଁ ସମାଗମ ତମ୍ବୁ ଓ ୟଜ୍ଞବଦେୀ ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଉତ୍ସର୍ଗ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସମାଗମ-ତମ୍ଵୁ ଓ ବେଦି ପବିତ୍ର କରିବା, ପୁଣି ଆମ୍ଭର ଯାଜକକର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସମାଗମ-ତମ୍ବୁ ଓ ଯଜ୍ଞବେଦି ପବିତ୍ର କରିବି ଏବଂ ହାରୋଣ ଓ ତା’ର ପୁତ୍ରଗଣକୁ ଯାଜକ ରୂପେ ମୋର ସେବା କରିବା ପାଇଁ ଉତ୍ସର୍ଗ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।