Exodus 29:45 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ଵର ହେବା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରିବି ଏବଂ ସେମାନଙ୍କର ପରମେଶ୍ୱର ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।