Exodus 29:46 — Compare Translations

5 translations compared side by side

Odia - 1840
"ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ତାହା ସମାନେେ ଜାଣିବେ। ସମାନଙ୍କେ ମଧିଅରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସମାନଙ୍କେୁ ବାହାର କରି ଆଣିଛୁ, ତାହା ସମାନେେ ଜାଣିବେ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ତାହା ସେମାନେ ଜାଣିବେ। ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।