Exodus 29:5 — Compare Translations
5 translations compared side by side
Odia - 1840
"ହାରୋଣକୁ ସହେି ସ୍ବତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଲ ସୂତ୍ର ରେ ବୁଣା ୟାଇଥିବା ଚୋଗା ଏବଂ ଏଫୋଦର ଚୋଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟୀବନ୍ଧନ ତାହାର କଟୀ ରେ ବନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା ଓ ଏଫୋଦର ଚୋଗା ଓ ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣକୁ ସେହି ସ୍ୱତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଳ ସୂତ୍ରରେ ବୁଣା ଯାଇଥିବା ଗ୍ଭେଗା ଏବଂ ଏଫୋଦର ଗ୍ଭେଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟିବନ୍ଧନ ତାହାର କଟିରେ ବାନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
Odia IRV 2017 (ଓଡିଆ ବାଇବେଲ)
ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।