Exodus 29:6 — Compare Translations
5 translations compared side by side
Odia - 1840
"ତାହାର ମସ୍ତକରେ ପାଗ ବାନ୍ଧି ତା' ଉପରେ ଏକ ପବିତ୍ର ମୁକୁଟ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମସ୍ତକରେ ପାଗ ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ମସ୍ତକରେ ପାଗ ବାନ୍ଧି ତା’ ଉପରେ ଏକ ପବିତ୍ର ମୁକୁଟ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
Odia IRV 2017 (ଓଡିଆ ବାଇବେଲ)
ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।