Exodus 29:7 — Compare Translations
5 translations compared side by side
Odia - 1840
"ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଭିଷେକାର୍ଥକ ତୈଳ ନେଇ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷେକ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।