Exodus 29:8 — Compare Translations

5 translations compared side by side

Odia - 1840
"ଏହାପରେ ହାରୋଣର ପୁତ୍ରମାନଙ୍କୁ ସହେି ସ୍ଥାନକୁ ଆଣ। ସମାନଙ୍କେୁ ଧଳା ଜାମା ପରିଧାନ କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ହାରୋଣର ପୁତ୍ରମାନଙ୍କୁ ସେହି ସ୍ଥାନକୁ ଆଣ। ସେମାନଙ୍କୁ ଧଳା ଜାମା ପରିଧାନ କରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।