Exodus 29:9 — Compare Translations

5 translations compared side by side

Odia - 1840
"ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ଵାରା ଯାଜକତ୍ଵ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ଓ ତା’ର ପୁତ୍ରମାନଙ୍କର କଟିରେ କଟିବନ୍ଧନ ବାନ୍ଧିଦିଅ ଓ ସେମାନଙ୍କ ମସ୍ତକରେ ପଗଡ଼ି ବାନ୍ଧ। ତହିଁରେ ସେମାନେ ବିଶେଷ ବ୍ୟବସ୍ଥା ଅନୁସାରେ ସର୍ବଦା ଯାଜକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)