Exodus 3:1 — Compare Translations

5 translations compared side by side

Odia - 1840
"ଯିଥ୍ରୋ ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋମିଦିଯନୀଯମାନଙ୍କ ଯାଜକ ଥିଲେ। ମାଶାେ ତାଙ୍କ ଶ୍ବଶୁରଙ୍କର ମଷେପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମାଶାେ ତାଙ୍କ ମଷେପଲଙ୍କୁ ମରୁଭୂମିର ପଶ୍ଚିମପଟକୁ ଆଗଇେ ନେଲେ। ମାଶାେ ହାରେବେ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ବରଙ୍କର ପର୍ବତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ୍ ନାମକ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୱଳନ୍ତା ବୁଦା ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।