Exodus 3:10 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ ରରଣେ କରିବା ୟାଅ! ମାରେ ଲୋକମାନଙ୍କୁ ଆଗଇେ ନିଅ, ଇଶ୍ରାୟେଲୀୟମାନଙ୍କୁ ମିଶର ମଧ୍ଯରୁ ଆଗଇେ ନଇୟୋଅ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ରେରଣ କରିବା। ଯାଅ! ଆମ୍ଭର ଲୋକମାନଙ୍କୁ ଆଗେଇ ନିଅ, ଇସ୍ରାଏଲୀୟମାନଙ୍କୁ ମିଶର ମଧ୍ୟରୁ ଆଗେଇ ନେଇଯାଅ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବ।”