Exodus 3:11 — Compare Translations

5 translations compared side by side

Odia - 1840
"କିନ୍ତୁ ମାଶାେ ପରମେଶ୍ବରଙ୍କୁ କହିଲେ, ମୁଁ ଫାରୋ ନିକଟକୁ ୟିବା ପାଇଁ କିଏ? କିପରି ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି?”