Exodus 3:12 — Compare Translations
5 translations compared side by side
Odia - 1840
"ତା'ପରେ ପରମେଶ୍ବର କହିଲେ, ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବୁ! ଆମ୍ଭେ ଯେ ତୁମ୍ଭକୁ ପ୍ ରରଣେ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭମାନେେ ଏହି ପର୍ବତ ରେ ପରମେଶ୍ବରଙ୍କର ଉପାସନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ଵରଙ୍କର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା’ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
Odia IRV 2017 (ଓଡିଆ ବାଇବେଲ)