Exodus 3:13 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ପରମେଶ୍ବରଙ୍କୁ କହିଲେ, ଯଦି ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ନିକଟକୁ ୟାଇ କ ହେ, 'ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ମାେତେ ପଠାଇଛନ୍ତି,' ଏହାପରେ ଲୋକମାନେ ଯଦି ମାେତେ ପଚାରନ୍ତି, 'ତାଙ୍କର ନାମ କ'ଣ?' ମୁଁ ତାଙ୍କୁ କ'ଣ କହିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ପରମେଶ୍ଵରଙ୍କୁ କହିଲେ, ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ଵର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି ସେମାନେ ପଚାରିବେ, ତାହାଙ୍କର ନାମ କଅଣ? ସେତେବେଳେ ମୁଁ କି ଉତ୍ତର ଦେବି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଯଦି ମୁଁ ଇସ୍ରାଏଲୀୟମାନଙ୍କ ନିକଟକୁ ଯାଇ କହେ, ‘ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ମୋତେ ପଠାଇଛନ୍ତି,’ ଏହା ପରେ ଲୋକମାନେ ଯଦି ମୋତେ ପଗ୍ଭରନ୍ତି, ‘ତାଙ୍କର ନାମ କ’ଣ?’ ମୁଁ ତାଙ୍କୁ କ’ଣ କହିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ? ସେତେବେଳେ ମୁଁ କି ଉତ୍ତର ଦେବି?”