Exodus 3:14 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ସମାନଙ୍କେୁ କୁହ, 'ଆମ୍ଭେ ଯେ ଅଛୁଁ, ସେ ଅଛୁଁ,' ଇଶ୍ରାୟେଲର ଲୋକମାନଙ୍କୁ କୁହ ଯେ, 'ସ୍ବଯମ୍ଭୁ' ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ମୋଶାଙ୍କୁ କହିଲେ, ଆମ୍ଭେ ଯେ ଅଛୁ, ସେ ଅଛୁ; ପୁଣି ସେ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ଵୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ସେମାନଙ୍କୁ କୁହ, ‘ଆମ୍ଭେ ଯେ ଅଛୁ, ସେ ଅଛୁ,’ ଇସ୍ରାଏଲର ଲୋକମାନଙ୍କୁ କୁହ ଯେ, ‘ସ୍ୱୟମ୍ଭୂ’ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”