Exodus 3:15 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମୋଶାଙ୍କୁ ଆହୁରି କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ସଦାପ୍ରଭୁ (ସ୍ଵୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିକଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍ ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ସଦାପ୍ରଭୁ (ସ୍ୱୟମ୍ଭୂ)ଙ୍କର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ ‘ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଛନ୍ତି।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।