Exodus 3:17 — Compare Translations

5 translations compared side by side

Odia - 1840
"ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ପିରିଷୀୟମାନଙ୍କ ଓ ହିବ୍ବୀୟମାନଙ୍କ ଓ ଯିବୂଷୀୟ-ମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।