Exodus 3:19 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରା; ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।