Exodus 3:2 — Compare Translations
5 translations compared side by side
Odia - 1840
"ସହେି ପର୍ବତ ରେ, ମାଶାେ ଦେଖିଲେ ସଦାପ୍ରଭୁଙ୍କର ଏକ ଦୂତ ଏକ ଜ୍ବଳନ୍ତା ବୁଦା ମଧିଅରେ ଥିଲା। ମାଶାେ ଦେଖିଲେ, ବୁଦା ରେ ଅଗ୍ନି ଲଗିଥିଲେ ମଧ୍ଯ ତାହା ଧ୍ବଂସ ହେଉ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।