Exodus 3:20 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧ ରେ କାର୍ୟ୍ଯ କରାଇବା। ଆମ୍ଭେ ମିଶର ରେ ଆଶ୍ଚର୍ୟ୍ଯ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ୟିବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।