Exodus 3:21 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ମିଶରୀଯ ଲୋକମାନଙ୍କ ସାକ୍ଷାତ ରେ ଏହି ଲୋକମାନଙ୍କୁ ଅନୁଗ୍ରହ ପାତ୍ର କରିବି, ତହିଁରେ ତୁମ୍ଭମାନଙ୍କର ୟାତ୍ରା ସମୟରେ ସମାନେେ ତୁମ୍ଭମାନଙ୍କୁ ଉପହାରମାନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ରିକ୍ତ ହସ୍ତରେ ଯିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;