Exodus 3:22 — Compare Translations
5 translations compared side by side
Odia - 1840
"ସମସ୍ତ ଇଶ୍ରାୟେଲୀୟ ସ୍ତ୍ରୀ ଆପଣା ପ୍ରତିବେଶୀନୀ ଓ ଆପଣା ଗୃହପ୍ରବାସୀନୀ ସ୍ତ୍ରୀ ନିକଟରୁ ରେ ୗପ୍ୟ, ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନଇୟିବେ, ପୁଣି ତାହା ତୁମ୍ଭମାନେେ ଆପଣା ପୁତ୍ର କନ୍ଯାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭମାନେେ ମିଶରୀଯ ଲୋକମାନଙ୍କ ଦ୍ରବ୍ଯ ହରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁରୌପ୍ୟ ଅଳଙ୍କାର ଓ ସ୍ଵର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ । ଏହି ରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”