Exodus 3:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଦେଖିଲେ, ମାଶାେ ବୁଦା ଆଡକୁ ଆସୁଛନ୍ତି। ତେଣୁ ପରମେଶ୍ବର ବୁଦା ମଧ୍ଯରୁ ମାଶାଙ୍କେୁ ଡାକିଲେ, ପରମେଶ୍ବର କହିଲେ, ମାଶାେ, ମାଶାେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ଵର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, ହେ ମୋଶା, ହେ ମୋଶା । ତହିଁରେ ସେ କହିଲେ, ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”