Exodus 3:5 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ କହିଲେ, ଆମ୍ଭର ଅଧିକ ନିକଟବର୍ତ୍ତୀ ହାଇେ ନାହୁଁ। ତୁମ୍ଭ ପାଦରୁ ପାଦୁକା କାଢି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡା ହାଇେଛ ତାହା ପବିତ୍ର ଭୂମି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”