Exodus 3:6 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲେ, ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର। ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ଵରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇ‌ସ୍‌ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।” ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।