Exodus 3:7 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ କହିଲେ, ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତା; ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ ଲାଗି ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।