Exodus 3:9 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଛୁ ମିଶରୀଯମାନେ ସମାନଙ୍କେୁ କିପରି ଦୌରାତ୍ମ୍ଯ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହେଲା; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଦୌରାତ୍ମ୍ୟ ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରୀୟମାନେ ସେମାନଙ୍କୁ କିପରି ଦୌରାତ୍ମ୍ୟ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଦେଖ, ଇସ୍ରାଏଲ ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।