Exodus 30:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଗଣିତ ହାଇେଥିବା ଲୋକମାନଙ୍କର ସଂଖ୍ଯା ଅନୁସାରେ ଇଶ୍ରାୟେଲ ସନ୍ତାନମାନଙ୍କୁ ଗଣନା କରିବ। ସେତବେେଳେ ସମାନଙ୍କେର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାଯଶ୍ଚିତ କରିବେ। ତହିଁରେ ସମାନଙ୍କେ ମଧିଅରେ ଗଣନା ସମୟରେ ଆଘାତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଗଣିତ ହୋଇଥିବା ଲୋକମାନଙ୍କର ସଂଖ୍ୟା ଅନୁସାରେ ଇସ୍ରାଏଲ ସନ୍ତାନମାନଙ୍କୁ ଗଣନା କରିବ। ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ କରିବେ। ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।