Exodus 30:13 — Compare Translations
5 translations compared side by side
Odia - 1840
"ଯେଉମାନଙ୍କୁ ଗଣନା କରାୟାଏ ସମାନେେ ଅର୍ଦ୍ଧ ଶକେଲ ଦବୋ ଉଚିତ୍। କର୍ୟ୍ଯାଳଯ ମାପ ଅନୁସାରେ ଅର୍ଦ୍ଧ ଶକେଲ, ଏହି ଶକେଲ କୋଡ଼ିଏ ଗରୋହ ଅଟେ। ସହେି ଅର୍ଦ୍ଧ ଶକେଲ ସଦାପ୍ରଭୁଙ୍କ ପାଇଁ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଆସଇ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନଙ୍କୁ ଗଣନା କରାଯାଏ ସେମାନେ ଅର୍ଦ୍ଧ ଶେକଲ ଦେବା ଉଚିତ୍। କାର୍ଯ୍ୟାଳୟ ମାପ ଅନୁସାରେ ଅର୍ଦ୍ଧ ଶେକଲ, ଏହି ଶେକଲ କୋଡ଼ିଏ ଗେରାହ ଅଟେ। ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପାଇଁ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।