Exodus 30:14 — Compare Translations
5 translations compared side by side
Odia - 1840
"କୋଡ଼ିଏ ବର୍ଷ କିମ୍ବା ତା'ଠାରୁ ଅଧିକ ବଯସ୍କ ବ୍ଯକ୍ତି ୟିଏ କହେି ଗଣିତ ମଧିଅରେ ଆସିବ, ସେ ସଦାପ୍ରଭୁଙ୍କୁ ଏହି ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଆସଇ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
କୋଡ଼ିଏ ବର୍ଷ କିମ୍ବା ତା’ଠାରୁ ଅଧିକ ବୟସ୍କ ବ୍ୟକ୍ତି ଯେକେହି ଗଣିତ ମଧ୍ୟରେ ଆସିବ, ସେ ସଦାପ୍ରଭୁଙ୍କୁ ଏହି ନୈବେଦ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
Odia IRV 2017 (ଓଡିଆ ବାଇବେଲ)
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।